‘ସୁଭଦ୍ରା’ ଯୋଜନା ପାଇଁ ଅଙ୍ଗନବାଡ଼ି କର୍ମୀ କରିପାରିବେ ଆବେଦନ। ଏନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଅଙ୍ଗନବାଡ଼ି କର୍ମୀଙ୍କ ସମେତ ସହାୟିକା, ଆଶା କର୍ମୀ, କମ୍ୟୁନିଟି ରିସୋର୍ସ ପର୍ସନ(CRP)ମାନେ ଆବେଦନ କରିପାରିବେ। ଏହାବ୍ୟତୀତ ମାଷ୍ଟର ବୁକକିପର୍ ତଥା ଏମବିକେ, ଆଉଟସୋର୍ସିଂ ଏଜେନ୍ସି ଦ୍ୱାରା ନିଯୁକ୍ତ ମହିଳାମାନେ ମଧ୍ୟ ଆବେଦନ କରିପାରିବେ ବୋଲି ସ୍ପଷ୍ଟ କରିଛନ୍ତି ରାଜ୍ୟ ସରକାର। ସମସ୍ତ ମାନଦଣ୍ଡରେ ଯୋଗ୍ୟ ବିବେଚିତ ହେଲେ ସୁଭଦ୍ରା ଯୋଜନାର ଫାଇଦା ପାଇପାରିବେ ଏମାନେ।
Also Read
ସେହିପରି ସୁଭଦ୍ରା ଯୋଜନା ସଂପର୍କିତ ସମସ୍ତ ତଥ୍ୟ ପାଇବା ପାଇଁ ଆବେଦନକାରିଣୀ ସ୍ୱତନ୍ତ୍ର ଟୋଲ- ଫ୍ରି ନମ୍ବରରେ କଲ୍ କରିପାରିବେ। ମହିଳା ଏବଂ ଶିଶୁ ବିକାଶ ପକ୍ଷରୁ ଜାରି ଟୋଲ୍-ଫ୍ରି ନମ୍ବର ହେଉଛି-14678। ଏହି ଟୋଲ୍ ଫ୍ରି ନମ୍ବର ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହେବ। ସେହି ସମୟ ସୀମା ମଧ୍ୟରେ ଯେ କୌଣସି ବ୍ୟକ୍ତି କଲ୍ କରିପାରିବେ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।