Advertisment

IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର

୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍‌ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା'ଙ୍କୁ ଓଡ଼ିଶା କ୍ୟାଡର।

author-image
Manoranjan Sial
Animesh Pradhan

Animesh Pradhan

IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର। ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ। ଠିକ୍‌ ସେହିପରି ୨୪ ନଂ ରାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରିଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି।

Advertisment

୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍‌ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା'ଙ୍କୁ ଓଡ଼ିଶା କ୍ୟାଡର। ୭୧ ନଂ ରାଙ୍କରେ ଥିବା କେରଳର ଫବି ରସିଦଙ୍କୁ ଓଡ଼ିଶା କ୍ୟାଡର। ୧୨୫ନଂ ରାଙ୍କରେ ଥିବା ରାଜସ୍ଥାନର ମୃଣାଳିକା ରାଠୋରଙ୍କୁ ଓଡ଼ିଶା କ୍ୟାଡର। ୨୦୪ ନଂ ରାଙ୍କରେ ଥିବା ଦିଲ୍ଲୀର ଶୁଭ୍ରା ପଣ୍ଡାଙ୍କୁ ଓଡ଼ିଶା କ୍ୟାଡର। ୨୩୯ନଂ ରାଙ୍କରେ ଥିବା ୟୁପିର ପୱନ କୁମାରଙ୍କୁ ଓଡ଼ିଶା କ୍ୟାଡର। ୨୫୮ନଂ ରାଙ୍କର ମହାରାଷ୍ଟ୍ରର ବି.ଏସ୍ କଲ୍ୟାଣରାଓଙ୍କୁ ମିଳିଛି ଓଡ଼ିଶା କ୍ୟାଡର।

IPS Officer