IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର। ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ। ଠିକ୍ ସେହିପରି ୨୪ ନଂ ରାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରିଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି।
Also Read
୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା'ଙ୍କୁ ଓଡ଼ିଶା କ୍ୟାଡର। ୭୧ ନଂ ରାଙ୍କରେ ଥିବା କେରଳର ଫବି ରସିଦଙ୍କୁ ଓଡ଼ିଶା କ୍ୟାଡର। ୧୨୫ନଂ ରାଙ୍କରେ ଥିବା ରାଜସ୍ଥାନର ମୃଣାଳିକା ରାଠୋରଙ୍କୁ ଓଡ଼ିଶା କ୍ୟାଡର। ୨୦୪ ନଂ ରାଙ୍କରେ ଥିବା ଦିଲ୍ଲୀର ଶୁଭ୍ରା ପଣ୍ଡାଙ୍କୁ ଓଡ଼ିଶା କ୍ୟାଡର। ୨୩୯ନଂ ରାଙ୍କରେ ଥିବା ୟୁପିର ପୱନ କୁମାରଙ୍କୁ ଓଡ଼ିଶା କ୍ୟାଡର। ୨୫୮ନଂ ରାଙ୍କର ମହାରାଷ୍ଟ୍ରର ବି.ଏସ୍ କଲ୍ୟାଣରାଓଙ୍କୁ ମିଳିଛି ଓଡ଼ିଶା କ୍ୟାଡର।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।