/odisha-reporter/media/post_attachments/uploadimage/library/16_9/16_9_0/IPS_1722876239.jpg)
IPS
୨୦୧୩ ବ୍ୟାଚ୍ ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଅନୁପମା ଜେମସଙ୍କୁ କେନ୍ଦ୍ରରେ ନିଯୁକ୍ତି ମିଳିଛି । ସେ ଏନଆଇଏ(ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସୀ)ର ଏସପି ଭାବେ ୫ବର୍ଷ ପାଇଁ କାର୍ଯ୍ୟ କରିବେ । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
Advertisment
ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନର ଏସପି ଭାବେ କାର୍ଯ୍ୟରତ ଅନୁପମା ଜେମସ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ତାଙ୍କୁ ଏନଆଇଏ ଏସପି ଭାବେ ନିଯୁକ୍ତି ମିଳିଛି । ସେ ୫ବର୍ଷ ପାଇଁ ଏନଏଆଇରେ କାର୍ଯ୍ୟ କରିବେ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
