Advertisment

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଡ. ଅରବିନ୍ଦ ପାଢ଼ୀ

ଆଜି ପ୍ରଥମେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଆସି ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି

Arabinda Padhee

Arabinda Padhee

Advertisment

ପୁରୀ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢୀ। ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅତିରିକ୍ତ ଦାୟିତ୍ୱ ଭାବରେ ଅରବିନ୍ଦ ପାଢୀ ପୁରୀ ଆସି ଦାୟିତ୍ୱ ନେଇଛନ୍ତି।

Advertisment

ଆଜି ପ୍ରଥମେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଆସି ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି। ଏହାପରେ ସେ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଚଳିତ ବର୍ଷ କିଭଳି ନୀତିକାନ୍ତି ସମ୍ପନ୍ନ ହେବ ସେ ସମ୍ପର୍କରେ ତଥ୍ୟ ଦେବା ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ରଥନିର୍ମାଣକୁ ମଧ୍ୟ ଦୃଷ୍ଟି ଦେଇଥିଲେ। ଚଳିତ ବର୍ଷ କିଭଳି ନୀତିକାନ୍ତି ସମ୍ପନ୍ନ ହେବ ସେ ସମ୍ପର୍କରେ ତଥ୍ୟ ଦେବା ଉପରେ ଅଧିକାରୀଙ୍କ ସହ ଆଲୋଚନା

Puri Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe