Advertisment

ସାହସୀ ସାମ୍ବାଦିକ ଅରିନ୍ଦମ ଦାସଙ୍କର ଆଜି ତୃତୀୟ ଶ୍ରାଦ୍ଧବାର୍ଷିକୀ

୨୦୨୧ ମସିହା ସେପ୍ଟେମ୍ବର ୨୪ ତାରିଖ ଦିନ ଲାଇଭ୍ ରିପୋର୍ଟିଂ କରୁଥିବା ବେଳେ ଦୁର୍ଘଟଣାବଶତଃ ଅରିନ୍ଦମ ପ୍ରାଣ ହରାଇଥିଲେ।

author-image
Manoj Swain

ସାହସୀ ଓ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କର ଆଜି ତୃତୀୟ ଶ୍ରାଦ୍ଧବାର୍ଷିକୀ । ୨୦୨୧ ମସିହା ସେପ୍ଟେମ୍ବର ୨୪ ତାରିଖ ଦିନ ଲାଇଭ୍ ରିପୋର୍ଟିଂ କରୁଥିବା ବେଳେ ଦୁର୍ଘଟଣାବଶତଃ ଅରିନ୍ଦମ ପ୍ରାଣ ହରାଇଥିଲେ। 

Advertisment
Odisha Bhubaneswar Arindam Das Death Anniversary