‘ଆଗୁଆ ପ୍ରଶ୍ନପତ୍ର ପ୍ୟାକେଟ ସିଲ ଖୋଲାଥିଲା’ | Odisha Reporter
Advertisment
OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ। ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍ ଖୋଲାଯାଇଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us