ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ। ଭଦ୍ରକ ନାଗରିକ ସୁରକ୍ଷା ମଞ୍ଚ ଓ ବରପଦା ବିକାଶ ମଞ୍ଚ ପକ୍ଷରୁ ଏହି ଭଦ୍ରକ ବନ୍ଦ ଡାକରା ଦିଆଯାଇଛି। ବରପଦା ଇଞ୍ଜିନିୟରିଂ କଲେଜରୁ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପରିବାରକୁ ବରଖାସ୍ତ ଓ ବରପଦା ଇଞ୍ଜିନିୟରିଂ କଲେଜ ସୋସାଇଟି ଭଙ୍ଗକରିବା ଦାବିରେ ଏହି ବନ୍ଦ ପାଳନ କରାଯାଇଛି।
ଆଜି ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ଭଦ୍ରକ ନାଗରିକ ସୁରକ୍ଷା ମଞ୍ଚ ଓ ବରପଦା ବିକାଶ ମଞ୍ଚ ପକ୍ଷରୁ ବନ୍ତ ଛକରେ ପିକେଟିଂ ସହ ରାସ୍ତା ଅବରୋଧ କରାଯାଇଛି। ବନ୍ଦ ଫଳରେ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି।
Also Read
ଜଣେ ଆନ୍ଦୋଳନକାରୀ କହିଛନ୍ତି, ବରପଦା ଇଞ୍ଜିନିୟରିଂ କଲେଜରେ ୧୦୦ କୋଟି ଟଙ୍କାର ଦୁର୍ନୀତି ହୋଇଛି। ଆମେ ନ୍ୟାୟ ପାଇବା ଦାବିରେ ଏହି ବନ୍ଦ ଡାକରା ଦେଇଛୁ। ହେଲେ ଜିଲ୍ଲା ପ୍ରଶାସନ ଆମ ବନ୍ଦକୁ ଭଣ୍ଡୁର କରିବା ପାଇଁ ଉଦ୍ୟମ କରୁଛି। ଆମ ଜୀବନ ପ୍ରତି ବିପଦ ରହିଛି। ଯଦି ଆମ କିଛି ହୁଏ ଜିଲ୍ଲା ପ୍ରଶାସନ ଓ ନବୀନ ପଟ୍ଟନାୟକ ଦାୟୀ ରହିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।