Advertisment

ଭାରତ ବନ୍ଦ ଡାକରାର ପ୍ରଭାବ

ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ଦିଆଯାଇଛି ଭାରତ ବନ୍ଦ ଡାକରା । ଆଦିବାସୀଙ୍କ ଉପରେ ଅତ୍ୟାଚାର ହେଉଥିବା ଅଭିଯୋଗ ନେଇ ବନ୍ଦ ଡାକରା ଦିଆଯାଇଛି ।

Advertisment

ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ଦିଆଯାଇଛି ଭାରତ ବନ୍ଦ ଡାକରା । ଆଦିବାସୀଙ୍କ ଉପରେ ଅତ୍ୟାଚାର ହେଉଥିବା ଅଭିଯୋଗ ନେଇ ବନ୍ଦ ଡାକରା ଦିଆଯାଇଛି । ମାଲକାନଗିରି ଜିଲ୍ଲାରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି ।

Advertisment
Malkangiri Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe