ସମସ୍ତଙ୍କୁ ଧନ୍ୟବାଦ ଦେଲେ ଆଉ ହସି ହସି ଭାରତୀ କହିଲେ ସତ୍ୟର ଜୟ ହେଲା। କି ଭୁଲ ଥିଲା ? କାହିଁକି ଚାକିରି ଗଲା ? କିଏ ଥିଲେ ଷଡ଼ଯନ୍ତ୍ରକାରୀ ? ଭୁବନେଶ୍ବରରେ ପ୍ରତିକ୍ରିୟା ଦେଲେ ଆଉ ଘରେ ପହଞ୍ଚିଲା ବେଳକୁ ଚାକିରି ଗୋଲ୍ । ଭାରତୀ ନିଜ କାମରେ ଅବହେଳା କରିଥିଲେ ନା ଅର୍ଥନୈତିକ କାରବାରରେ ହେରଫେର୍ କରିଥିଲେ ? ବରଂ ଜଣେ ଦକ୍ଷ ବ୍ୟାଙ୍କମିତ୍ର ଭାବେ ଆଓ୍ବାର୍ଡ ପାଇଛନ୍ତି ଆଉ ପ୍ରଶଂସା ସାଉଁଟିଛନ୍ତି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦୁଇ ମାସରେ ସରିବ ଆବାସ ସର୍ଭେ
ମନ୍ତ୍ରୀ ଶ୍ରୀ ନାଏକ ବିଭାଗୀୟ ଟ୍ରେନରମାନେ ଗାଁ ଗାଁରେ ଲୋକଙ୍କୁ ଡାକି ସଚେତନ କରୁଛନ୍ତି। ଯିଏ ବଞ୍ଚିତ ହୋଇଛନ୍ତି, ଗରିବ ଅଛନ୍ତି, ସେମାନଙ୍କୁ ସାମିଲ କରାଯାଉଛି। ପୂର୍ବ ସରକାରରେ ଆକ୍ରୋଶ ମୂଳକ ଭାବେ ରାଜନୈତିକ ଅଭିସନ୍ଧି ରଖି ଗରିବମାନଙ୍କୁ ଆବାସ ତାଲିକାରୁ କାଟି ଦିଆଯାଉଥିଲା।
Miscellaneous
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଲେ
ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ପୂର୍ବରୁ ୨ ଜଣ ଏତଲାକାରୀ ଏହି ମାମଲାରୁ ଓହରି ଯାଇଥିଲେ।
Miscellaneous
ସିବିଆଇ ସହ ଲୁଚକାଳି ଖେଳ; ଭୁବନେଶ୍ୱରରେ ହାଜର ନ ହୋଇ ଦିଲ୍ଲୀରେ ବସିଥିଲେ ବିଷ୍ଣୁପଦ ସେଠୀ
ଯେଉଁ ସମୟରେ ବିଷ୍ଣୁପଦଙ୍କୁ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ପାଇଁ ସମନ ହୋଇଥିଲା ସେ ସମୟରେ ସେ ଦିଲ୍ଲୀରେ ଥିଲେ।
Miscellaneous
ସ୍ୱଚ୍ଛକର୍ମୀଙ୍କ ମନ ବି ସ୍ୱଚ୍ଛ; ଅଳିଆ ଗଦାରୁ ପାଇଥିବା ସୁନା ବ୍ରେସଲେଟ୍ ଫେରାଇଦେଲେ
ସ୍ୱଚ୍ଛକର୍ମୀଙ୍କ ମନ ବି ସ୍ୱଚ୍ଛ। ଅଭାବ ଅନଟନ ଭିତରେ ଚଳୁଥିଲେ ବି ଲୋଭ, ମାୟା ଗ୍ରାସ କରି ପାରୁନି। ଅଳିଆ ଗଦାରୁ ଲକ୍ଷାଧିକ ଟଙ୍କାର ସୁନା ପାଇଲେ ବି ତାହାକୁ ପ୍ରକୃତ ମାଲିକଙ୍କୁ ଫେରାଇ ଅନ୍ୟମାନଙ୍କ ପାଇଁ ପାଲଟିଛନ୍ତି ଉଦାହରଣ ।
Miscellaneous
ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ, ଆସନ୍ତାକାଲି ବନ୍ଦ ରହିବ
ପ୍ରଥମ ଦିନରେ ୧୫ରୁ ୨୦ଜଣ ଶ୍ରମିକଙ୍କ ସହ ଭଣ୍ଡାର ଗୃହକୁ ପ୍ରବେଶ କରିଥିଲେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ଟେକ୍ନିକାଲ ଟିମ୍।