ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲା ଜୟପୁରକୁ ଉଡ଼ିବ ଦ୍ୱିତୀୟ ବିମାନ। ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ଦ୍ୱିତୀୟ ବିମାନ ସେବା। ସପ୍ତାହକୁ ୨ ଦିନ ସୋମବାର ଓ ଶୁକ୍ରବାର ବିମାନ ଚଳାଚଳ କରିବ। ‘ଇଣ୍ଡିଆ ୱାନ୍ ଏ’ ସଂସ୍ଥା ପକ୍ଷରୁ ଏହି ବିମାନ ସେବା ଯୋଗାଇ ଦିଆଯିବ।
ବିମାନ ଭୁବନେଶ୍ୱରରୁ ସକାଳ ୭ଟା ୧୦ରେ ବାହାରି ଜୟପୁରରେ ୮.୪୫ରେ ପହଞ୍ଚିବ। ସେହିପରି ଜୟପୁରରୁ ସକାଳ ୯ଟାରେ ବାହାରି ଭୁବନେଶ୍ୱରରେ ୧୦ଟା ୩୫ରେ ପହଞ୍ଚିବାକୁ ସ୍ଥିରିକୃତୀ ହୋଇଛି।
Also Read
ସୂଚନାଯୋଗ୍ୟ, ଗତବର୍ଷ ଆକ୍ଟୋବର ୩୧ ତାରିଖରେ କୋରାପୁଟ ଜିଲ୍ଲା ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିଲା। ଭୁବନେଶ୍ୱରରୁ ଜୟପୁରକୁ ଇଣ୍ଡିଆ ଓ୍ୱାନ୍ ଏୟାର ବିମାନ ଉଡ଼ିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ଚଳାଚଳକୁର ଶୁଭାରମ୍ଭ କରିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।