Advertisment

ଜୟପୁରକୁ ଉଡ଼ିଲା ଦ୍ୱିତୀୟ ବିମାନ

ସପ୍ତାହକୁ ଦୁଇ ଦିନ ସୋମବାର ଓ ଶୁକ୍ରବାର ଇଣ୍ଡିଆ ୱାନ୍ ପକ୍ଷରୁ ବିମାନ ଚଳାଚଳ କରିବ।

author-image
Manoj Swain

ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲା ଜୟପୁରକୁ ଉଡ଼ିଲା ଦ୍ୱିତୀୟ ବିମାନ। ଭୁବନେଶ୍ୱରରୁ ସକାଳ ୭ଟା ୧୫ରେ ଛାଡ଼ିବା ପରେ ଜୟପୁରରେ ୮ଟା ୪୦ ମିନିଟରେ ପହଞ୍ଚିଛି ବିମାନ। ଏହାପରେ ୯ଟାରେ ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛି ବିମାନ। ସପ୍ତାହକୁ ଦୁଇ ଦିନ ସୋମବାର ଓ ଶୁକ୍ରବାର ଇଣ୍ଡିଆ ୱାନ୍ ପକ୍ଷରୁ ବିମାନ ଚଳାଚଳ କରିବ।

Advertisment
Bhubaneswar Flight Service Odisha Koraput