ଆଜିଠୁ ଖୋଲିବ ଭୁବନେଶ୍ୱର ୧ ନମ୍ବର ହାଟ। ବିଏମସି ସହ ଆଲୋଚନା ପରେ ୧ ନମ୍ବର ହାଟ ବ୍ୟବସାୟୀ ସଂଘ ସଭାପତି ଏହି ସୂଚନା ଦେଇଛନ୍ତି।
ହାଟ ପରିସରରେ ପାର୍କିଂ ସମସ୍ୟା, ଡ୍ରେନେଜ ବ୍ୟବସ୍ଥା, ପିଇବା ପାଣି ଓ ରାସ୍ତା ଜବର ଦଖଲ ଉଚ୍ଛେଦ ଭଳି ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲା ବ୍ୟବସାୟୀ ସଂଘ।୫ ଦିନ ଧରି ୟୁନିଟ ୧ ହାଟ ବନ୍ଦ ରହିଥିଲା।
Also Read
ଗତକାଲି ବିଏମସିର ଏକ ଟିମ୍ ହାଟ ପରିଦର୍ଶନ କରି ବ୍ୟବସାୟୀ ସଂଘ ସହ ଆଲୋଚନା କରିଥିଲା।। ଏହାସହ ଦାବି ପୂରଣ ନେଇ ପ୍ରତିଶ୍ରୁତି ଦେଇଥିଲା। ଅନ୍ୟପକ୍ଷରେ ସଂଘର ମୁଖ୍ୟ ଦାବି ପାର୍କିଂ ସମସ୍ୟା ୨ରୁ ୪ ଦିନରେ ସମାଧାନ କରିବାକୁ ମଧ୍ୟ ପ୍ରତିଶ୍ରୁତି ମିଳିଥିଲା। ଏହାପରେ ଆଜି ଭୁବନେଶ୍ୱର ୧ ନମ୍ବର ହାଟ ଖୋଲିବାକୁ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି।
ପୂର୍ବରୁ ଏସବୁ ଦାବି ନେଇ କମିଶନରଙ୍କ ସହ ଆଲୋଚନା ବିଫଳ ପରେ ବଜାର ବନ୍ଦ ପାଇଁ ନିଷ୍ପତ୍ତି ନେଇଥିଲା ବ୍ୟବସାୟୀ ସଂଘ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।