Advertisment

ନିର୍ମାଣ ଶ୍ରମିକଙ୍କ ପାଇଁ ବଡ଼ ଘୋଷଣା

ଲୋକସଭା ଭବନରେ ଆୟୋଜିତ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି।

undefined

Mohan Majhi

Advertisment

ନିର୍ମାଣ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ବଢ଼ିଲା ନିର୍ମାଣ ଶ୍ରମିକଙ୍କ ପାଇଁ ସହାୟତା ରାଶି। ଦୁର୍ଘଟଣାରେ ମୃତ୍ୟୁ ହେଲେ ନିର୍ମାଣ ଶ୍ରମିକଙ୍କ ପରିବାର ଲୋକଙ୍କୁ ମିଳିବ ୬ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି। ସେହିପରି ସ୍ୱାଭାବିକ ମୃତ୍ୟୁ ହେଲେ ୩ ଲକ୍ଷ ଟଙ୍କାର ସହାୟତା ରାଶି ମିଳିବ। ଲୋକସଭା ଭବନରେ ଆୟୋଜିତ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି।

Advertisment

ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ପଞ୍ଜିକୃତ ନିର୍ମାଣ ଶ୍ରମିକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଶ୍ରମ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

CM Mohan Charan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe