ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ଯେଉଁ ଜିପରେ ବସି ଏକଦା ନିର୍ବାଚନୀ ପ୍ରଚାର କରୁଥିଲେ ସେହି ଜିପ ଆଜି ଶବ ବୋହୁଛି। କେବଳ ବିଜୁ ବାବୁ ନୁହଁନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣୀ ରାଉତରାୟ ଓ ତାଙ୍କ ପୁଅ ବିଜୟଶ୍ରୀ ରାଉତରାୟଙ୍କ ଭଳି ମହାନ ନେତା ଯେଉଁ ଜିପରେ ବସି ଏକଦା ବାସୁଦେବପୁର ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପ୍ରଚାର ଏବଂ ବିଭିନ୍ନ ସଭା ସମିତିକୁ ଯାଉଥିଲେ ସେହି ଜିପ ଆଜି ଶବ ବୋହୁଛି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
![Farming Land Farming Land](https://assets.odishareporter.in/uploadimage/library/16_9/16_9_3/IMAGE_1735137949.jpg)
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Miscellaneous
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ପରଲୋକ
କଳାହାଣ୍ଡି ଜିଲ୍ଲାର ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି ।
Miscellaneous
ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ
ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।