ଆସନ୍ତାକାଲିଠାରୁ ହିରାକୁଦ ଡ୍ୟାମରେ ଆରମ୍ଭ ହେବ ପକ୍ଷୀ ଗଣନା। ସକାଳ ୬ଟା ରୁ ଅପରାହ୍ନ ୫ ଟା ଯାଏଁ ପକ୍ଷୀ ଗଣନା କରାଯିବ। ଏଥିପାଇଁ ଡ୍ୟାମର ୫ଶହ ବର୍ଗ କିଲୋମିଟର ଅଞ୍ଚଳକୁ ମୋଟ ୨୧ଟି ସେଣ୍ଟରରେ ବିଭକ୍ତ କରାଯାଇଛି।
Also Read
୫୦୦ ବର୍ଗ କିଲୋମିଟର ମଧ୍ୟରେ ହେବ ଗଣନା ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୩୨ଟି ଟିମ୍ ଗଣନା କରିବେ ୩୩ ଜଣ ପକ୍ଷୀ ବିଶେଷଜ୍ଞଙ୍କ ସହ ମୋଟ ୭୮ ଜଣ ଟିମ୍ ରେ ସାମିଲ ହେବେ।
ମୋଟ ୩୨ଟି ଟିମ ସହିତ ସମ୍ବଲପୁର ସମେତ ବରଗଡ ଓ ଝାରସୁଗୁଡାର ବନ ବିଭାଗ ମଧ୍ୟ ଏହି ଗଣନା କାର୍ଯ୍ୟରେ ସାମିଲ ହେବ। ଏନେଇ ହିରାକୁଦ ବନ୍ୟପ୍ରାଣୀ ବନଖଣ୍ଡର ଡିଏଫଓ ସୂଚନା ଦେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।