ଅଦ୍ୟତନ ହୋଇଛି
Black tiger
Advertisment
ଓଡ଼ିଶା ଜଙ୍ଗଲରେ ଦେଖାଗଲା କଳା ବାଘ। କଳା ରଙ୍ଗର କଲରା ପତରିଆ ବାଘ ଟ୍ରାପ କ୍ୟାମେରାରେ ଧରାପଡ଼ିଛି। ଏହା ରାଜ୍ୟ ପାଇଁ ବେଶ ଉତ୍ସାହଜନକ ଘଟଣା। ରାଜ୍ୟରେ ଚାଲିଥିବା ବାଘଗଣନା ବେଳେ ରାଜ୍ୟରେ କଳା ରଙ୍ଗର କଲରା ପତରିଆ ବାଘ ଦେଖିବାକୁ ମିଳିଥିଲା। କଲରା ପତରିଆ କଳା ବାଘ ମିଳିଥିବାନେଇ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ସୁଶାନ୍ତ ନନ୍ଦ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ଓଡ଼ିଶାର ଏକ ନିର୍ଦ୍ଦିଷ୍ଟ ଜଙ୍ଗଲରେ କଳା ବାଘ ଦେଖାଯାଇଥିବା ସୂଚନା ମିଳିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1701274634.jpg)