ଖୋଦ୍ ବିଏମସି କମିଶନରଙ୍କ ଉପସ୍ଥିତିରେ ଦୋକାନର ଅଳିଆକୁ ଦୋକାନ ସାମ୍ନାରେ ଟ୍ରାକ୍ଟର ଲଗାଇ ପକାଇଛନ୍ତି। କଳ୍ପନା ଛକ ନିକଟରେ ଥିବା ଏକ ହୋଟେଲରୁ ନିର୍ଗତ ଅଳିଆ ଦୀର୍ଘ ଦିନ ଧରି ରାସ୍ତା ଉପରେ ପଡି ରହିଥିଲା, ଯାହା ଫଳରେ ସ୍ଥାନୀୟ ଲୋକ ନାହିଁ ନଥିବା ହଇରାଣ ହେଉଥିଲେ। ତେବେ ବିଏମସି କମିଶନର ହୋଟେଲ ନିକଟରେ ଆଜି ସକାଳେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବିଏମସି କମିଶନରଙ୍କ ଉପସ୍ଥିତିରେ ରାସ୍ତାରେ ପଡ଼ିଥିବା ଅଳିଆକୁ ଆଣି ବଂଶୀଧର ହୋଟେଲ ସାମ୍ନାରେ ଜମା କରାଯାଇଛି। ବ୍ୟବସାୟିକ ପ୍ରତିଷ୍ଠାନ ନିକଟରେ ଯଦି ଅଳିଆ ସଫା ନ କରିବେ ତେବେ ଆଗକୁ ସେହି ଅଳିଆ ସବୁ ଦୋକାନ ଆଗରେ ପଡିବ ବୋଲି କହିଛନ୍ତି କମିଶନର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।