Advertisment

କ୍ୟାମ୍ପସକୁ ସର୍ଟ ଡ୍ରେସ୍ ମନା

ଛାତ୍ରଛାତ୍ରୀମାନେ କୌଣସି ପ୍ରକାରର ଆପତ୍ତିଜନକ ପୋଷାକ, ପାଶ୍ଚାତ୍ୟ ପୋଷାକ କିମ୍ବା ସର୍ଟ ଡ୍ରେସ୍ ପିନ୍ଧିପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ସ୍ପଷ୍ଟ ଭାବେ ପ୍ରକାଶ ପାଇଛି ।

ଅଦ୍ୟତନ ହୋଇଛି
Advertisment

ଆପତ୍ତିଜନକ ପୋଷାକ ପରିଧାନ କରି ବୁର୍ଲା ଭିସୁଟରେ ପ୍ରବେଶ ଉପରେ ଲାଗିଲା କଟକଣା । ଛାତ୍ରଛାତ୍ରୀମାନେ ଆଗାମୀ ଟେକ୍ନୋ- କଲଚରାଲ ଫେଷ୍ଟିଭାଲ ୨୦୨୪ରେ ପାରମ୍ପରିକ ପୋଷାକ ପରିଧାନ କରି ସାମିଲ ହେବାକୁ ବିଜ୍ଞପ୍ତି ଜାରି କରିଛନ୍ତି ଭିସୁଟ୍ କର୍ତ୍ତୃପକ୍ଷ। ଛାତ୍ରଛାତ୍ରୀମାନେ କୌଣସି ପ୍ରକାରର ଆପତ୍ତିଜନକ ପୋଷାକ, ପାଶ୍ଚାତ୍ୟ ପୋଷାକ କିମ୍ବା ସର୍ଟ ଡ୍ରେସ୍ ପିନ୍ଧିପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ସ୍ପଷ୍ଟ ଭାବେ ପ୍ରକାଶ ପାଇଛି । ଏନେଇ ଭିସୁଟ କୁଳପତି ବଂଶୀଧର ମାଝୀ କହିଛନ୍ତି, ଆଧୁନିକ ହେବା ସହ ଆମେ ନିଜ ସଂସ୍କୃତି ଭୁଲିବା ଉଚିତ ନୁହେଁ । କାରଣ ଭାରତୀୟ ସଂସ୍କୃତି ଖୁବ୍‌ ମହାନ । 

Advertisment
Odisha Sambalpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe