ଘରେ ପହଞ୍ଚିବାବେଳକୁ ପକେଟରୁ ସବୁ ଟଙ୍କା ଖର୍ଚ୍ଚ | Odisha Reporter
ଗତକାଲି ସରକାରଙ୍କ ଆଲୋଚନା ପରେ ମଧ୍ୟ କୌଣସି ଲିଖିତ ପ୍ରତିଶ୍ରୁତି ମିଳିନଥିବାରୁ ଆଜିଠୁ ଧର୍ମଘଟ ନେଇ ଘୋଷଣା କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ପାର୍ବଣ ବେଳେ ଘରୋଇ ବସ୍ ସେବା ବନ୍ଦ ହେବା ପରେ ଯାତ୍ରୀ ପରିବହନ ସେବା ଗୁରୁତର ପ୍ରଭାବିତ ହୋଇଛି। ପୂଜା ଛୁଟିରେ ହଜାର ହଜାର ଲୋକ ଘରକୁ ଫେରୁଥିବା ବେଳେ ବସ୍ ଧର୍ମଘଟ ଯୋଗୁ ଯାତ୍ରୀମାନେ ହନ୍ତସନ୍ତ ହୋଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
