Advertisment

ଭରତପୁର ଘଟଣାକୁ ନେଇ ଏମିତି କହିଲେ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ।

author-image
Manoj Swain

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ତେବେ ଏହି ସମୟରେ କେମିତି ହେଉଛି ତଦନ୍ତ । ଶୁଣନ୍ତୁ ଏନେଇ କଣ କହିଛନ୍ତି ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ...

Advertisment
Odisha