ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ତେବେ ଏହି ସମୟରେ କେମିତି ହେଉଛି ତଦନ୍ତ । ଶୁଣନ୍ତୁ ଏନେଇ କଣ କହିଛନ୍ତି ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ...