୪ ଲକ୍ଷରୁ ଅଧିକ ଟଙ୍କାର କେନ୍ଦୁପତ୍ର ଜଳି ନଷ୍ଟ ହୋଇଯାଇଛି। ଘଟଣାଟି ଘଟିଛି ପାଟଣାଗଡ଼ ଉପଖଣ୍ଡର ମାଓ ଅଧୁକ୍ଷିତ ଲାଠୋର ଥାନା ଖୁରୀପାଣି ଗାଁରେ।
Also Read
ଶୁକ୍ରବାର ବିଳମ୍ବିତ ରାତିରେ କେନ୍ଦୁପତ୍ର ଜଳୁ ଥିବା କିଛି ଲୋକ ଦେଖିଥିଲେ। ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ବାରୁ ଅଗ୍ନିଶମ କର୍ମଚାରି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। କିନ୍ତୁ ସେତେବେଳକୁ ପତ୍ର ଗୁଡ଼ିକ ସବୁ ଜଳିପୋଡ଼ି ପାଉଁଶ ହୋଇ ସାରିଥିଲା। ତେବେ କିଏ ନିଆଁ ଲଗାଇଲା ତାହା ଏବେବି ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡ଼ିବ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।