Advertisment

ଦାମ ରାଉତଙ୍କୁ ଅବହେଳା ! ସ୍ପଷ୍ଟୀକରଣ ରଖିଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ

ସମ୍ବିତଙ୍କ ଅଭିଯୋଗ ଉପରେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି ଯେ, CPR ଦେଲା ଭଳି ଅବସ୍ଥା ନଥିଲା। କାଜୁଆଲିଟିରେ ପହଞ୍ଚିବା ପରେ ତୁରନ୍ତ ଚିକିତ୍ସା ଆରମ୍ଭ କରାଯାଇଥିଲା। ତାଙ୍କର ଅକ୍ସିଜେନ୍‌ ସାଚୁରେସନ କମିଯାଇଥିଲା। କିଡ୍‌ନୀ ଠିକ୍‌ ନଥିଲା।

ଅଦ୍ୟତନ ହୋଇଛି
Advertisment

ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି। ତାଙ୍କର ବ୍ରେନ ଡେଡ୍ ହୋଇଯାଇଥିବା ନେଇ ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି। ତେବେ କ୍ୟାପିଟାଲ ହସ୍ପିଟାଲ ପାଇଁ ବାପାଙ୍କ ଏଭଳି ଅବସ୍ଥା ହେଲା କହିଥିଲେ ପୁଅ ସମ୍ବିତ ରାଉତରାୟ। ତେବେ ସମ୍ବିତଙ୍କ ଅଭିଯୋଗ ଉପରେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି ଯେ, CPR ଦେଲା ଭଳି ଅବସ୍ଥା ନଥିଲା। କାଜୁଆଲିଟିରେ ପହଞ୍ଚିବା ପରେ ତୁରନ୍ତ ଚିକିତ୍ସା ଆରମ୍ଭ କରାଯାଇଥିଲା। ତାଙ୍କର ଅକ୍ସିଜେନ୍‌ ସାଚୁରେସନ କମିଯାଇଥିଲା। କିଡ୍‌ନୀ ଠିକ୍‌ ନଥିଲା। ଡାକ୍ତର ତୁରନ୍ତ ଦେଖିଥିଲେ, ଇସିଜି ହୋଇଥିଲା, ଅକ୍ସିଜେନ୍‌ ଦିଆଯାଇଥିଲା। ଯେହେତୁ ଆମର ଏଠି କିଡ୍‌ନୀ ଡାକ୍ତର ନାହାନ୍ତି, ରେଫର କରିବାକୁ ପଡ଼ିଲା।

Advertisment
Damodara Rout Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe