Advertisment

ଚକ୍ରଧାରୀ ଶରନ ସିଂ ହେଲେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ  ନିଯୁକ୍ତି ପାଇଛନ୍ତି

Chakrahari Sharan Singh

Chakrahari Sharan Singh

Advertisment

ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ  ନିଯୁକ୍ତି ପାଇଛନ୍ତି । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ରାଷ୍ଟ୍ରପତି ସମ୍ବିଧାନର ଧାରା ୨୧୭(୧)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏବେ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ କାର୍ଯ୍ୟ କରୁଛନ୍ତି ।

Advertisment
Odisha High Court
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe