ରାଜ୍ୟ ସ୍ତରରେ ଯୋଜନା ପ୍ରଣୟନ, ମୂଲ୍ୟାୟନ ଓ ରୂପାୟନ ପାଇଁ ବହୁ ପୂର୍ବରୁ ଗଢ଼ାଯାଇଥିଲା ରାଜ୍ୟ ଯୋଜନା ବୋର୍ଡ। ଯୋଜନା ବୋର୍ଡର ଅଧ୍ୟକ୍ଷ ହେଉଛନ୍ତି ମୁଖ୍ୟମନ୍ତ୍ରୀ। ହେଲେ ରାଜ୍ୟରେ 2007 ମସିହା ପରେ ଅର୍ଥାତ୍ 17 ବର୍ଷ ଧରି ଆଉ ବୈଠକ ଡାକିନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।