ଅସୁସ୍ଥ ବିଶ୍ୱଭୂଷଣଙ୍କୁ ଡାକ୍ତରଖାନାରେ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ପୁଅ ତଥା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।

Bishwabhushan Harichandan

ବିଶ୍ୱଭୂଷଣ ହରିଚନ୍ଦନ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Jitendra Garnayak
  • Published: Tuesday, 17 September 2024
  • Updated: 17 September 2024, 08:46 PM IST

Sports

Latest News

ଅସୁସ୍ଥତା ହେତୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଆଜି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Also Read

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଥା ହୋଇଥିଲେ ଓ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story