ଆଜି ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ପାଖକୁ ଯାଇ ଅଭିଯୋଗ ଶୁଣିଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ।