Mohan Majhi
ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Advertisment
* ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ
* ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି
* CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ
* ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି
* ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି
* ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି
* ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା
* ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା
* ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା
* ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
