ପୁଣି ଉପାସରେ ପ୍ରଭୁ ଲିଙ୍ଗରାଜ | Odisha Reporter
ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ବନ୍ଦ ରହିଛି ନୀତି କାନ୍ତି। ଗତକାଲି ସନ୍ଧ୍ୟା ଧୂପ ପରଠୁ ନୀତି ବନ୍ଦ ରହିଛି। ପଇତା ଲାଗି ନୀତି ପାଇଁ ଉଭୟ ନିଯୋଗ ମଧ୍ୟରେ ବିବାଦ ଲାଗି ରହିଛି। ୨୦୨୦ ମସିହାରୁ ପଇତା ଲାଗି ନୀତି ଅନୁଷ୍ଠିତ ହୋଇପାରୁନାହିଁ। ସାଧାରଣ ଦର୍ଶନ ଚାଲିଥିବା ବେଳେ ନୀତି ବନ୍ଦ ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
