ସାଧାରଣ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାର ଅବଧିକୁ ଆଉ ଦିନଟିଏ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବାଲିଯାତ୍ରା ୨୨ତାରିଖ ପରିବର୍ତ୍ତେ ୨୩ତାରିଖ ପର୍ଯ୍ୟନ୍ତ ଚାଲିବ ।
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ ତାରିଖ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ନବମ ଦିବସରେ ଉଦଯାପନ ହେବ ।
Also Read
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ବାଲିଯାତ୍ରାକୁ ଉଦଘାଟନ କରିଥିଲେ । ଚଳିତବର୍ଷ କଟକ ବାଲିଯାତ୍ରାରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତମାନଙ୍କୁ ଦେଖିବାକୁ ମିଳିଥିଲା। ରାଜ୍ୟ ସରକାର ଏହି ଐତିହାସିକ ବାଲିଯାତ୍ରାକୁ ‘ୟୁନେସ୍କୋ’ ମାନ୍ୟତା ଦେବା ପାଇଁ ପ୍ରୟାସ କରୁଥିବା ଜଣାପଡ଼ିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।