ବାତ୍ୟା ଦାନା ଯୋଗୁଁ ୧୪ଟି ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ସାମ୍ନାକୁ ଆସିଛି । ପ୍ରାୟ ୬୦୦ କୋଟିର କ୍ଷତି ହୋଇଥିବା ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ
ଆଗାମୀ ୫ ବର୍ଷରେ ମଧୁର ମାଛ ରପ୍ତାନି ପାଇଁ ଟାର୍ଗେଟ ରଖାଯାଇଛି। ଏଥିପାଇଁ ମତ୍ସ୍ୟ ଚାଷୀଙ୍କୁ ପ୍ରୋତ୍ସାହନ ଦିଆଯିବ। ବର୍ତ୍ତମାନ ରାଜ୍ୟରେ ୧୧.୫ ଲକ୍ଷ ମେଟ୍ରିକ୍ ଟନ ମଧୁର ମାଛ ଉତ୍ପାଦନ ହେଉଛି।
Miscellaneous
ଏଥର ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା; ୨୪ରେ ପାଇବେ ୨୦ ଲକ୍ଷ ମହିଳା
ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନୱାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
Miscellaneous
ଏଣିକି ମହାନଦୀ ପଠାରେ ବର୍ଷ ତମାମ ଚାଲିବ ମିନି ବାଲିଯାତ୍ରା
ବାଲିଯାତ୍ରା ବୁଲିବାକୁ ଦୂରଦୂରାନ୍ତରୁ ଲୋକେ ଏଠାକୁ ଆସିଥାନ୍ତି। ମାତ୍ର ଏବେ ଆଉ ବର୍ଷଯାକ ଅପେକ୍ଷା କରିବାକୁ ପଡ଼ିବନି। କାରଣ ବର୍ଷସାରା ମହାନଦୀ ପଠାରେ ହେବ ମିନି ବାଲି ଯାତ୍ରା।
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।