‘ଧବଳେଶ୍ବରରେ 144 ଧାରା ଲାଗୁ ହେଉ’ | Odisha Reporter
ଆଜି ହେଉଛି ମହା କାର୍ତ୍ତିକର ଦ୍ୱିତୀୟ ପଞ୍ଚକ। କେତେ ଆଶା ଓ ବିଶ୍ୱାସ ନେଇ ଧାଇଁ ଯାଇଥିଲେ ଶ୍ରଦ୍ଧାଳୁ। ଭାବିଥିଲେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ। ହେଲେ ବାବାଙ୍କ ଦର୍ଶନ କରିପାରିଲେ ନାହିଁ ହଜାର ହଜାର ଶ୍ରଦ୍ଧାଳୁ। ପୂଜକ ଓ ପ୍ରଶାସନ ବିବାଦ ଯୋଗୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିପାରିଲେନି ଶ୍ରଦ୍ଧାଳୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
