ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିପାରିଲେନି ଶ୍ରଦ୍ଧାଳୁ

  • Published: Friday, 24 November 2023
  • , Updated: 24 November 2023, 06:41 PM IST

ଆଜି ହେଉଛି ମହା କାର୍ତ୍ତିକର ଦ୍ୱିତୀୟ ପଞ୍ଚକ। କେତେ ଆଶା ଓ ବିଶ୍ୱାସ ନେଇ ଧାଇଁ ଯାଇଥିଲେ ଶ୍ରଦ୍ଧାଳୁ। ଭାବିଥିଲେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ। ହେଲେ ବାବାଙ୍କ ଦର୍ଶନ କରିପାରିଲେ ନାହିଁ ହଜାର ହଜାର ଶ୍ରଦ୍ଧାଳୁ। ପୂଜକ ଓ ପ୍ରଶାସନ ବିବାଦ ଯୋଗୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିପାରିଲେନି ଶ୍ରଦ୍ଧାଳୁ।

Related story