କାଳିଆ ଦାଣ୍ଡରେ କଷ୍ଟ ଦେଉଛି କିଏ ?

ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି। ଘଣ୍ଟା ଘଣ୍ଟା ଧରି ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଶ୍ରଦ୍ଧାଳୁ ।

Manoj Swain
  • Published: Tuesday, 21 November 2023
  • Updated: 21 November 2023, 01:03 PM IST

Sports

Latest News

ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି। ଘଣ୍ଟା ଘଣ୍ଟା ଧରି ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଶ୍ରଦ୍ଧାଳୁ । ସେପଟେ ଶ୍ରୀମନ୍ଦିର ଅବ୍ୟବସ୍ଥା ନେଇ ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ କ୍ଷୋଭ। କହିଲେ, ''ଶ୍ରୀମନ୍ଦିରରେ ବ୍ୟବସ୍ଥା ନାହିଁ। ଧାଡ଼ିରେ ଘଣ୍ଟା ଘଣ୍ଟା ଛିଡ଼ା ହୋଇ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ଲୋକ। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାର୍ଥକ୍ୟ ରଖା ନ ଯାଉ। ଭକ୍ତ ଯେମିତି ସହଜରେ ଦର୍ଶନ କରିପାରିବେ, ବ୍ୟବସ୍ଥା କରାଯାଉ। ଲୋକ ଯନ୍ତ୍ରଣା ନ ପାଆନ୍ତୁ।'' 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos