ଆସନ୍ତା କାଲି ଖୋଲିବ ଭିତର ରତ୍ନଭଣ୍ଡାର

ରତ୍ନ ଭଣ୍ଡାର ଖୋଲିବା ନେଇ ଶୁଭ ମୂହର୍ତ୍ତ ବାହାରିଛି। ଆସନ୍ତା କାଲି ସକାଳ ୯ଟା ୫୧ରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ମୂହର୍ତ୍ତ ରହିଛି।

Manoj Swain
  • Published: Wednesday, 17 July 2024
  • Updated: 17 July 2024, 05:32 PM IST

Sports

Latest News

ଆସନ୍ତା କାଲି ଖୋଲିବ ଭିତର ରତ୍ନଭଣ୍ଡାର, ସକାଳ ୯ଟା ୫୧ରୁ ୧୨ଟା ୧୫ର ମଧ୍ୟରେ ଖୋଲାଯିବ ଭିତର ରତ୍ନଭଣ୍ଡାର । ଭିତର ରତ୍ନଭଣ୍ଡାରର ଅଳଙ୍କାରଗୁଡିକୁ ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଅନୁଯାୟୀ, ରତ୍ନଭଣ୍ଡାର ଖୋଲିବା ବେଳେ ସାମୟିକ କଟକଣା ରହିବ। ସକାଳ ୮ଟାରୁ ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos