‘ତିନି ଦ୍ୱାର ବନ୍ଦ ହେବ, ସିଂହଦ୍ୱାରରେ ଯିବୁ’ | Ratna Bhandar | Chief Administrator of SJTA | Puri | OR
Advertisment
ଆସନ୍ତା କାଲି ଖୋଲିବ ଭିତର ରତ୍ନଭଣ୍ଡାର, ସକାଳ ୯ଟା ୫୧ରୁ ୧୨ଟା ୧୫ର ମଧ୍ୟରେ ଖୋଲାଯିବ ଭିତର ରତ୍ନଭଣ୍ଡାର । ଭିତର ରତ୍ନଭଣ୍ଡାରର ଅଳଙ୍କାରଗୁଡିକୁ ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଅନୁଯାୟୀ, ରତ୍ନଭଣ୍ଡାର ଖୋଲିବା ବେଳେ ସାମୟିକ କଟକଣା ରହିବ। ସକାଳ ୮ଟାରୁ ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us