Advertisment

ଭୁବନେଶ୍ୱରରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ

ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ।

author-image
Manoj Swain

ରାଜଧାନୀ ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ୨୪ ଘଣ୍ଟା ଧରି ବନ୍ଦ ରହିବ ପାନୀୟ ଜଳ ଯୋଗାଣ। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ।

Advertisment
Odisha Bhubaneswar