ରାଜଧାନୀ ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ୨୪ ଘଣ୍ଟା ଧରି ବନ୍ଦ ରହିବ ପାନୀୟ ଜଳ ଯୋଗାଣ। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ।