Advertisment

ସମୁଦ୍ରର ଲୁଣି ପାଣିରୁ ବାହାରିବ ପିଇବା ପାଣି

ମନ୍ତ୍ରୀ କହିଛନ୍ତି, ସମୁଦ୍ର ପାଣିକୁ ପାନୀୟ ଉପଯୋଗୀ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ପ୍ରଥମେ ଲୁଣି ପାଣିକୁ ପରୀକ୍ଷା କରାଯିବ।

ଅଦ୍ୟତନ ହୋଇଛି
Advertisment

ସମୁଦ୍ରର ଲୁଣି ପାଣିରୁ ବାହାରିବ ପିଇବା ପାଣି । ଏଥିପାଇଁ ଖୁବଶୀଘ୍ର ଏକ କମ୍ପାନି ଓଡ଼ିଶାକୁ ଆସିବ । ବିଧାନସଭାରେ ଏହି ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାୟକ । ମନ୍ତ୍ରୀ କହିଛନ୍ତି, ସମୁଦ୍ର ପାଣିକୁ ପାନୀୟ ଉପଯୋଗୀ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ପ୍ରଥମେ ଲୁଣି ପାଣିକୁ ପରୀକ୍ଷା କରାଯିବ। ଏହାପରେ ଏନେଇ ନିଷ୍ପତ୍ତି ନିଆଯାଇପାରିବ ବୋଲି ମନ୍ତ୍ରୀ କହିଛନ୍ତି ମନ୍ତ୍ରୀ।

Advertisment
Water Odisha Assembly Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe