ଟ୍ରକ ଡ୍ରାଇଭରଙ୍କ ଲାଗି ଖୁସି ଖବର। ସଡ଼କ ଦୁର୍ଘଟଣା ରୋକିବାକୁ ପରିବହନ ବିଭାଗ କରିଛି ଅଭିନବ ପ୍ରୟାସ। ରାତି ଅନିଦ୍ରା ହେଉଥିବା ଗାଡି ଚାଳକଙ୍କୁ ମାଗଣାରେ ଚା' ପରସିବେ ରାସ୍ତାକଡ଼ରେ ଥିବା ଢାବା ଓ ହୋଟେଲ। ଏନେଇ ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। କେବଳ ଚା ନୁହେଁ ବରଂ ନିଦ ଛଡ଼ାଇବା ପାଇଁ ସେହି ହୋଟେଲ ଓ ଢାବାରେ ବିଶ୍ରାମ ନେଇପାରିବେ ଟ୍ରକ୍ ଚାଳକ। ସେହିଭଳି ୨୦୨୫ ଅକ୍ଟୋବର ସୁଦ୍ଧା ସମସ୍ତ ଟ୍ରକର କ୍ୟାବିନରେ ଏସି ବାଧ୍ୟତାମୂଳକ କରିଛନ୍ତି କେନ୍ଦ୍ର ସରକାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।
Miscellaneous
ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍: ପଢ଼ନ୍ତୁ, କ’ଣ କହିଛନ୍ତି ଉପମୁଖ୍ୟମନ୍ତ୍ରୀ
ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ସହାୟତା ରାଶି ପ୍ରଦାନ କରାଯାଇ ସାରିଲାଣି।
Miscellaneous
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା: ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ, ମିଳିବ ସର୍ବାଧିକ ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମ୍ୟାଚିଂ ଫଣ୍ଡ
‘ମୋ ସ୍କୁଲ ଅଭିଯାନ’ର ନାମ ପରିବର୍ତ୍ତନ କରି ‘ପଂଚସଖା ଶିକ୍ଷା ସେତୁ’ ରଖିଛନ୍ତି ବିଜେପି ସରକାର। ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତ ରଖିବାକୁ ମୋହନ ସରକାରଙ୍କ ବଡ଼ ପଦକ୍ଷେପ।
Miscellaneous
ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପାଖରେ ୮ଟି ଦାବି ରଖିଲା ଓଡ଼ିଶା
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ। ୨୦୨୫-୨୬ ଆର୍ଥିକବର୍ଷର କେନ୍ଦ୍ରୀୟ ବଜେଟରେ ଓଡ଼ିଶାକୁ ଅଧିକ ପାଣ୍ଠି ଆବଂଟନ ପାଇଁ ଦାବି ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।