ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ରାହୁଲ ନବୀନ। ଆସନ୍ତାକାଲିଠୁ ୩ ଦିନିଆ ଗସ୍ତରେ ଆସିବେ ରାହୁଲ ନବୀନ।। କାଲି ସନ୍ଧ୍ୟା ପ୍ରାୟ ୭ ଟା ୫୫ ମିନିଟ୍ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାହୁଲ ନବୀନ ପୁରୀ ଗସ୍ତରେ ଯିବେ।
ସେଠାରେ ରାତ୍ରିଯାପନ କରିବା ସହ ବୁଧବାର ସକାଳେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ କଟକ ଆସି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି। ପରେ ସେ ଭୁବନେଶ୍ୱରରେ ଥିବା ଇଡି ଅଫିସକୁ ଆସି ଏକାଧିକ ପୁରୁଣା ମାମଲାର ଫାଇଲ ଖୋଲିବା ସହ ନୂଆ ମାମଲା ରୁଜୁନେଇ ଆଲୋଚନା କରିପାରନ୍ତି ଇଡି ନିର୍ଦ୍ଦେଶକ। ଏନେଇ ବରିଷ୍ଠ ଅଧିକାରୀଙ୍କ ସହ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶ ଆଲୋଚନା କରିପାରନ୍ତି।
Also Read
ପ୍ରବର୍ତ୍ତନ ନିର୍ଦ୍ଦେଶାଳ ନିର୍ଦ୍ଦେଶକଙ୍କ ଓଡ଼ିଶା ଗ୍ରସ୍ତରେ ଆସୁଥିବାରୁ ଅଧିକାରୀଙ୍କ ମଧ୍ୟରେ ତତ୍ପରତା ଦେଖିଦେଇଛି। ଆଜି ଜନ୍ମାଷ୍ଟାମୀରେ ଅଫିସ ଛୁଟି ଥିବା ସତ୍ତ୍ୱେ କିଛି ଅଧିକାରୀ ଅଫିସ ଆସି କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।
Miscellaneous
ନେଲେ ଶିଳ୍ପ ପାଇଁ, କଲେ ଆପାର୍ଟମେଣ୍ଟ
୫ ଏକର ଶିଳ୍ପ ଜମିକୁ ଘରବାରି କିସମରେ ପରିବର୍ତ୍ତନ କରିଦେବା ଘଟଣା। ରାଜସ୍ୱ ବିଭାଗ ନିର୍ଦ୍ଦେଶ ପରେ ବି ମାମଲା ରୁଜୁ କରୁନାହାନ୍ତି ଜିଲ୍ଲାପାଳ।
Miscellaneous
‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Miscellaneous
୧୦ ଟଙ୍କାରେ ପାଇଲସ୍ ଭଲ ହୋଇଯିବ!
ବଡ଼ମ୍ବାରୁ ଆସିଥିବା ସତିଆ ମଉସା କଟକ ବାଲିଯାତ୍ରାରେ ବିକ୍ରି କରୁଛନ୍ତି ଏହି କାଠି।
Miscellaneous
ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ
ବୈକୁଣ୍ଠଧାମ ଆଶ୍ରମରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ସେଥିପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମୁଥିଲେ।