ଲୋକସଭା ନିର୍ବାଚନ ପୂର୍ବରୁ ଆକ୍ସନ ମୁଡ୍ରେ ନିର୍ବାଚନ ଆୟୋଗ। ବିଦା ହେବେ ୬ ରାଜ୍ୟର ଗୃହ ସଚିବ। ନିର୍ବାଚନ ଆୟୋଗ ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପଶ୍ଚିମବଙ୍ଗ ଡିଜିପିଙ୍କୁ ମଧ୍ୟ ହଟାଇବାକୁ କୁହାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।