Advertisment

ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନଙ୍କ ଛାଟ

ନିର୍ବାଚନ ଆୟୋଗ ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଲୋକସଭା ନିର୍ବାଚନ ପୂର୍ବରୁ ଆକ୍ସନ ମୁଡ୍‌ରେ ନିର୍ବାଚନ ଆୟୋଗ। ବିଦା ହେବେ ୬ ରାଜ୍ୟର ଗୃହ ସଚିବ। ନିର୍ବାଚନ ଆୟୋଗ ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପଶ୍ଚିମବଙ୍ଗ ଡିଜିପିଙ୍କୁ ମଧ୍ୟ ହଟାଇବାକୁ କୁହାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Eci
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe