ଦନ୍ତା ହାତୀର ମୃତଦେହ ଉଦ୍ଧାର

ଗତକାଲି ରାତିରେ ହାତୀଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।

Elephant Deadbody PhotoOR

ହାତୀର ମୃତଦେହ ଉଦ୍ଧାର

Tapaswini Nayak
  • Published: Wednesday, 19 June 2024
  • Updated: 19 June 2024, 01:00 PM IST

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସୋସୋ ଅଞ୍ଚଳରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀର ବୟସ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

ଆଜି ସକାଳେ ହାତୀର ମୃତଦେହ ଜଣେ ବ୍ୟକ୍ତିଙ୍କ ବାଡ଼ିରେ ପଡ଼ିଥିଲା। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ପହଞ୍ଚି ହାତୀଟିର ମୃତଦେହକୁ ଉଦ୍ଧାର କରିଛି।

Also Read

ଗତକାଲି ରାତିରେ ହାତୀଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ତେବେ ହାତୀଟିର କେମିତି ଓ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ କାରଣ ସ୍ପଷ୍ଟ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story