ସବୁ ସାରିଦେଲା ଦନ୍ତା

ବଢ଼ୁଛି ହାତୀଙ୍କ ଉପଦ୍ରବ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡରେ ଏବେ ୩୪ଟି ହାତୀ ଉପଦ୍ରବ କରୁଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି। କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରଵ ଜାରୀ ରହିଛି ।

Manoj Swain
  • Published: Monday, 04 September 2023
  • Updated: 04 September 2023, 05:45 PM IST

Sports

Latest News

ବଢ଼ୁଛି ହାତୀଙ୍କ ଉପଦ୍ରବ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ରେ ଏବେ ୩୪ଟି ହାତୀ ଉପଦ୍ରବ କରୁଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି। କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରୀ ରହିଛି । ୫ଦିନ ହବ ଝାରଖଣ୍ଡର ୨୩ଟି ହାତୀପୋଲ, ୧୦ରୁ ଅଧିକ ଘର ଭାଙ୍ଗିବା ସହିତ ବ୍ୟାପକ କ୍ଷୟକ୍ଷତି କରିବା ସହିତ ଘରେ ଥିବା ଧାନ ଚାଉଳ ଖାଇ ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos