ଗାଁ ସାଥି କମିଟି ପକ୍ଷରୁ ଲୋୟର ପିଏମଜିରେ ଆନ୍ଦୋଳନ ଚାଲିଛି। ଆନ୍ଦୋଳନରେ ବସିଥିବା ଲୋକେ କ’ଣ କହୁଛନ୍ତି ଶୁଣନ୍ତୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୪ ମାସ ଆଗରୁ ବିଦା ହେଲେ ପାଣ୍ଡିଆନଙ୍କ ବାନ୍ଧବୀ ସାଗରିକା
୧୯୯୯ ବ୍ୟାଚ୍ ଆଇଆରପିଏସ୍ ଅଫିସର ସାଗରିକାଙ୍କୁ ଗତ ଡିସେମ୍ବର ୩୧ତାରିଖରେ ଓଡ଼ିଶା ଛାଡ଼ି କେନ୍ଦ୍ର ସରକାରରେ ନିଜର ସେବା ଦେବା ପାଇଁ ଫେରିଯାଇଛନ୍ତି।
Miscellaneous
ବୁଲୁଛି ହେଲିକପ୍ଟର, ଆଶଙ୍କାରେ ଲୋକେ!
ଅତି ନିକଟରେ ହେଲିକେପ୍ଟର ବୁଲୁଥିବାରୁ ସ୍ଥାନୀୟ ଲୋକ ବିଭିନ୍ନ ଆଶଙ୍କାରେ ଅଛନ୍ତି। ଅନ୍ୟପଟେ ଜିଲ୍ଲା ପ୍ରଶାସନ ପାଖରେ ଏନେଇ କୌଣସି ସୂଚନା ନଥିବା ଜଣାପଡ଼ିଛି।
Miscellaneous
ପ୍ରାକୃତିକ ଦୁର୍ବିପାକରେ ସାମିଲ ହେଲା ‘ଅଦିନିଆ ବର୍ଷା’: ରିଲିଫ୍ କୋଡ୍ ଆଧାରରେ ୬.୬୬ଲକ୍ଷ ଚାଷୀଙ୍କୁ ମିଳିବ କ୍ଷତିପୂରଣ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆଠାରେ ‘କୃଷି ଓଡ଼ିଶା କନକ୍ଲେଭ-୨୦୨୫’କୁ ଉଦଘାଟନ କରି କହିଛନ୍ତି ଯେ, ଗତମାସରେ ଅଦିନିଆ ବର୍ଷାରେ ଯେଉଁ ଚାଷୀମାନଙ୍କର ୩୩ପ୍ରତିଶତରୁ ଅଧିକ ଫସଲ କ୍ଷୟକ୍ଷତି ହୋଇଛି ସେମାନଙ୍କୁ ରାଜ୍ୟ ସରକାରଙ୍କ ରିଲିଫ କୋଡ୍ ପ୍ରାବଧାନ ଆଧାରରେ ସହାୟତା ପ୍ରଦାନ କରାଯିବ ।
Miscellaneous
ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ, ଚାରି ଦ୍ୱାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ
ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇଦିଆଯାଇଛି।
Miscellaneous
ବର୍ଷା ପରେ ଦାଉ ସାଧୁଛନ୍ତି ହାତୀ, ବିଲରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି
ଜମିରେ ପଶି ଚାଷୀର ବର୍ଷକର ପରିଶ୍ରମ ଉଜାଡି ଦେଉଛନ୍ତି ହାତୀ ପଲ। ସେପଟେ ମନ୍ତ୍ରୀ କହୁଛନ୍ତି ହାତୀଙ୍କ ପାଇଁ ପର୍ଯ୍ୟାପ୍ତ ଜଙ୍ଗଲ ସୃଷ୍ଟି ଉଦ୍ଦେଶ୍ୟରେ ବନୀକରଣ କରାଯାଉଛି।