ବାପା କରିଥିଲେ ଋଣ। ଏବେ ଦୁଇ ଅନାଥ ନାବାଳକ ପୁଅଙ୍କ ପାଖକୁ ଆସିଛି କୋର୍ଟ ନୋଟିସ୍। ଋଣ ଟଙ୍କା ସୁଝିବାକୁ କୁହାଯାଇଛି। ଏସ୍ବିଆଇ ପଠାଇଛି ଏହି ନୋଟିସ୍। ଅଜାଙ୍କ ଛାଇ ତଳେ ନୂଆକରି ଦୁନିଆ ଦେଖୁଥିବା ବେଳେ କୋର୍ଟଙ୍କର ଏହି ନୋଟିସ୍ ଦୁଇ କୁନି ଭାଇଙ୍କ ନିଦ ହଜାଇ ଦେଇଛି। ବରଗଡ଼ ଜିଲ୍ଲାରୁ ଆସିଛି ଏପରି ଖବର। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।