Advertisment

ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକ

ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା।

S.M Pattnaik

S.M Pattnaik

Advertisment

ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା।

Advertisment

ପୁରୁଣା ଭୁବନେଶ୍ୱରର ମାଉସୀ ମା’ ଛକ ସ୍ଥିତ ବାସଭବନରେ ସୁଧାଂଶୁ ମୋହନ ପଟ୍ଟନାୟକ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ସେ ରାଜ୍ୟ ମାନବାଧିକାର କମିଶନର ପ୍ରଥମ ସଦସ୍ୟ ଥିଲେ। ସେହିପରି ଷ୍ଟାଫ୍ ସିଲେକ୍ସନ୍ ଓ କୃଷି କମିଶନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ସୁଧାଂଶୁ ମୋହନ ପଟ୍ଟନାୟକ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe