ସମ୍ବଲପୁର ୟୁନିୟନ ବ୍ୟାଙ୍କ ଆଗରେ ଚାଷୀଙ୍କ ଲମ୍ବା ଲାଇନ। ଡିପ୍ ବୋରୱେଲ ଯୋଜନାରେ ରିହାତିରେ ଗଭୀର ନଳକୂପ ଖନନ ପାଇଁ ଆବେଦନର ଶେଷ ତାରିଖ ଆସନ୍ତା ୧୬ ତାରିଖ ରହିଛି । ତେବେ ଆଉ ମାତ୍ର ଅଳ୍ପ ଦିନ ସମୟ ଥିବାରୁ ୟୁନିୟନ ବ୍ୟାଙ୍କ ଆଗରେ ଆବେଦନକାରୀଙ୍କର ଲମ୍ବା ଲାଇନ୍ ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାଲିଯାତ୍ରାରେ ପ୍ରଶଂସା ସାଉଣ୍ଟୁଛି ପୁରୁଣା ଜାତୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ଚଳଚ୍ଚିତ୍ର
ରଙ୍ଗୀନ ଆଲୁଅରେ ଚକମକ କରୁଛି କଳା ଧଳା ଚଳଚ୍ଚିତ୍ର। ଓଡ଼ିଶାର କଳା ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ, ଓଡ଼ିଆ ଅସ୍ମିତାର କିଛି ଶ୍ରେଷ୍ଠ ନିଦର୍ଶନ। ସୀତା ବିବାହ, ହୀରା ଲିଳା, ଗପ ହେଲେ ବି ସତ, ଚିହ୍ନା ଅଚିହ୍ନା ପରି ପୁରୁଣା ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ରର ଲାଗିଛି ସମ୍ଭାର।
Miscellaneous
ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା
ମୋଟ ୧୦୯ଟି ପ୍ଲଟକୁ ବେଆଇନ୍ ଭାବେ ହାତେଇବା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ କଦାପି ବରଦାସ୍ତ କରାଯିବନି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।
Miscellaneous
ଘୁଷୁରିକୁ ମାରି ଖାଇଲା ବାଘୁଣୀ 'ଜିନତ୍'
ଗତକାଲି ରାତି ପ୍ରାୟ ୧୦ଟାରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି।
Miscellaneous
ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।
Miscellaneous
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆନ୍ଦୋଳନ ମନା, ଆଉ ୬ମାସ ବଢ଼ିଲା ଏସ୍ମା ଅବଧି
ଓଡ଼ିଶା ଅତ୍ୟାବଶ୍ୟକ ସେବା(ମେଂଟେନାନ୍ସ) ଆକ୍ଟ-୧୯୮୮(ଓଡ଼ିଶା ଆକ୍ଟ ୯,୧୯୯୯) -ଏସମାର ଧାରା ୩(୩)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଏହି କଟକଣା ଅବଧିକୁ ନଭେମ୍ବର ୨୪ତାରିଖରୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।